Isaiah 56:9 — Compare Translations

5 translations compared side by side

Odia - 1840
"ହେ କ୍ଷେତ୍ରସ୍ଥ ସମସ୍ତ ପଶୁ ଓ ବନସ୍ତ ପଶୁଗଣ ତୁମ୍ଭମାନେେ ଆସ ଓ ଭକ୍ଷଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ ।
Odia Bible ERV 2004 (ପବିତ୍ର ବାଇବଲ)
ହେ କ୍ଷେତ୍ରସ୍ଥ ସମସ୍ତ ପଶୁ ଓ ବନସ୍ତ ପଶୁଗଣ ତୁମ୍ଭେମାନେ ଆସ ଓ ଭକ୍ଷ୍ୟଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ।
Odia IRV 2017 (ଓଡିଆ ବାଇବେଲ)
ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ।