Isaiah 57:1 — Compare Translations
5 translations compared side by side
Odia - 1840
"ଧାର୍ମିକ ଲୋକମାନେ ବିନଷ୍ଟ ହେଉଅଛନ୍ତି, ମାତ୍ର ସେ ବିଷଯ ରେ କହେି ମନୋୟୋଗ କରୁ ନାହାଁନ୍ତି। ପୁନଶ୍ଚ ଭକ୍ତମାନେ ନିଆ ଯାଉଅଛନ୍ତି ଓ ଧାର୍ମିକମାନେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି। ଏହା ମଧ୍ଯ କହେି ବିବଚେନା କରୁ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆ ଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପରମେଶ୍ୱରଙ୍କ ଅନୁସରଣ କରେ ନାହିଁ ଧାର୍ମିକ ଲୋକମାନେ ବିନଷ୍ଟ ହେଉଅଛନ୍ତି, ମାତ୍ର ସେ ବିଷୟରେ କେହି ମନୋଯୋଗ କରୁ ନାହାନ୍ତି। ପୁନଶ୍ଚ ଭକ୍ତମାନେ ନିଆ ଯାଉଅଛନ୍ତି ଓ ଧାର୍ମିକମାନେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି। ଏହା ମଧ୍ୟ କେହି ବିବେଚନା କରୁ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆ ଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।