Isaiah 57:10 — Compare Translations
5 translations compared side by side
Odia - 1840
"ତୁମ୍ଭେ ଦୀର୍ଘପଥ ୟାତ୍ରା ୟୋଗୁଁ ଯଦିଓ କ୍ଲାନ୍ତ ହାଇେଥିଲ, ତଥାପି ତୁମ୍ଭେ ଭରସା ନାହିଁ ବୋଲି କହି ନ ଥିଲ। ତୁମ୍ଭେ ନୂତନ ବଳ ପାଇ ସତଜେ ହେଲ, ତେଣୁ ତୁମ୍ଭେ କ୍ଲାନ୍ତ ଅନୁଭବ କଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳା; ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳା; ହେଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଦୀର୍ଘପଥ ଯାତ୍ରା ଯୋଗୁଁ ଯଦିଓ କ୍ଳାନ୍ତ ହୋଇଥିଲ, ତଥାପି ତୁମ୍ଭେ ଭରସା ନାହିଁ ବୋଲି କହି ନ ଥିଲ। ତୁମ୍ଭେ ନୂତନ ବଳ ପାଇ ସତେଜ ହେଲ, ତେଣୁ ତୁମ୍ଭେ କ୍ଳାନ୍ତ ଅନୁଭବ କଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ।