Isaiah 57:11 — Compare Translations
5 translations compared side by side
Odia - 1840
"ତାହାର ସକାଶୁ ଏପରି କ୍ଲେଶ ଓ ଭୀତା ଯେ, ତୁମ୍ଭେ ମିଥ୍ଯା କହୁଅଛ ଓ ଆମ୍ଭକୁ ଭୁଲି ୟାଇଛ? ତୁମ୍ଭେ ସେଥି ରେ ନିଜର ମନୋଯୋଗ କରୁ ନାହଁ। ଆମ୍ଭେ କ'ଣ ଦୀର୍ଘକାଳ ପାଇଁ ନୀରବ ରହି ନାହୁଁ, ତୁମ୍ଭେ କ'ଣ ଆମ୍ଭକୁ ଭୟ କରୁ ନାହଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ତାହାର ସକାଶୁ ଏପରି କ୍ଳେଶ ଓ ଭୀତା ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ଭୁଲି ଯାଇଅଛ? ତୁମ୍ଭେ ସେଥିରେ ନିଜର ମନୋଯୋଗ କରୁ ନାହଁ। ଆମ୍ଭେ କ’ଣ ଦୀର୍ଘକାଳ ପାଇଁ ନୀରବ ରହି ନାହୁଁ? ତୁମ୍ଭେ କ’ଣ ଆମ୍ଭକୁ ଭୟ କରୁ ନାହଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘ କାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?
Odia IRV 2017 (ଓଡିଆ ବାଇବେଲ)
ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?