Isaiah 57:12 — Compare Translations

5 translations compared side by side

Odia - 1840
"ଆମ୍ଭେ ତୁମ୍ଭର ଧାର୍ମିକତା' ପ୍ରକାଶ କରିବା। ପୁଣି ତୁମ୍ଭର 'ସକଳ କର୍ମ' ତୁମ୍ଭର ଉପକାର ରେ ଆସିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭର ‘ଧାର୍ମିକତା’ ପ୍ରକାଶ କରିବା। ପୁଣି ତୁମ୍ଭର ‘ସକଳ କର୍ମ’ ତୁମ୍ଭର ଉପକାରରେ ଆସିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।