Isaiah 57:13 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ସମାନେେ ତୁମ୍ଭେ କାନ୍ଦିଲା ବେଳେ ତୁମ୍ଭକୁ ଉଦ୍ଧାର କରନ୍ତୁ। ମାତ୍ର ବାଯୁ ସମାନଙ୍କେୁ ଉଡ଼ାଇ ନବେ। ଗୋଟିଏ ନିଃଶ୍ବାସ ସେ ସମସ୍ତଙ୍କୁ ନଇୟିବେ। କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତ ରେ ଅଧିକାରୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ଵାସ ସେସମସ୍ତଙ୍କୁ ନେଇ ଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ସେମାନେ ତୁମ୍ଭେ କାନ୍ଦିଲା ବେଳେ ତୁମ୍ଭକୁ ଉଦ୍ଧାର କରନ୍ତୁ। ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ। ଗୋଟିଏ ନିଃଶ୍ୱାସ ସେ ସମସ୍ତଙ୍କୁ ନେଇଯିବ। କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତରେ ଅଧିକାରୀ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇ ଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।