Isaiah 57:14 — Compare Translations
5 translations compared side by side
Odia - 1840
"ପୁଣି ସେ କହିବେ, ଉଚ୍ଚତର, ଉଚ୍ଚତର, ପଥ ପ୍ରସ୍ତୁତ କର। ଆମ୍ଭ ଲୋକମାନଙ୍କ ପଥରୁ ବାଧାବିଘ୍ନ ଦୂର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ କହିବେ, ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କ ସନ୍ତାନମାନଙ୍କୁ ରକ୍ଷା କରିବେ ପୁଣି ସେ କହିବେ, “ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର। ଆମ୍ଭ ଲୋକମାନଙ୍କ ପଥରୁ ବାଧାବିଘ୍ନ ଦୂର କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।”