Isaiah 57:15 — Compare Translations

5 translations compared side by side

Odia - 1840
"କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ଅନ; କାଳନିବାସୀ, ଯାହାଙ୍କର ନାମ ଧର୍ମମୟ, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; ଆମ୍ଭେ ଊର୍ଦ୍ଧ୍ଵ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ⇧ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ୱର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ। ଆଉ ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।