Isaiah 57:16 — Compare Translations

5 translations compared side by side

Odia - 1840
"ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ କିମ୍ବା ନିରନ୍ତର କୋର୍ଧ କରିବା ନାହିଁ। ଯଦି କରିବା ତାହା ହେଲେ ମାନବର ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖ ରେ କ୍ଷୀଣ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ କିମ୍ବା ନିରନ୍ତର କ୍ରୋଧ କରିବା ନାହିଁ। ଯଦି କରିବା ତାହାହେଲେ ମାନବର ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।

Recommended Reading