Isaiah 57:17 — Compare Translations
5 translations compared side by side
Odia - 1840
"ଆମ୍ଭେ ତାହାର ଲୋଭରୂପ ଅପରାଧ ହତେୁ କୃଦ୍ଧ ହାଇେ ତାହାକୁ ଆଘାତ କଲୁଁ, ଆମ୍ଭେ ନିଜର ମୁଖ ଲୁଚାଇ କ୍ରୁଦ୍ଧ ହେଲୁ; ତହିଁରେ ସେ ଅବାଧ୍ଯ ହାଇେ ଆପଣା ମନର ମାର୍ଗ ରେ ଚାଲିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କୃଦ୍ଧ ହୋଇ ତାହାକୁ ଆଘାତ କଲୁଁ, ଆମ୍ଭେ ନିଜର ମୁଖ ଲୁଗ୍ଭଇ କ୍ରୁଦ୍ଧ ହେଲୁ; ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଗ୍ଭଲିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।