Isaiah 57:18 — Compare Translations

5 translations compared side by side

Odia - 1840
"ଆମ୍ଭେ ତାହାର ଗତି ଦେଖିଅଛୁ ଓ ଆମ୍ଭେ ତାକୁ ସଠିକ୍ ରୂପେ ଗଢ଼ିବା, ମୁଁ ତାକୁ ସତ୍ଯର ପଥ ଦଖାଇବେି ଏବଂ ତାହାର ଶାେକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ବନା ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା; ମଧ୍ୟ ଆମ୍ଭେ ତାହାକୁ ପଥ କଢ଼ାଇବା, ପୁଣି ତାହାକୁ ଓ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ଵନା ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତାହାର ଗତି ଦେଖିଅଛୁ ଓ ଆମ୍ଭେ ତାକୁ ସଠିକ୍ ରୂପେ ଗଢ଼ିବା, ମୁଁ ତାକୁ ସତ୍ୟର ପଥ ଦେଖାଇବି ଏବଂ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା; ମଧ୍ୟ ଆମ୍ଭେ ତାହାକୁ ପଥ କଢ଼ାଇବା, ପୁଣି ତାହାକୁ ଓ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା; ମଧ୍ୟ ଆମ୍ଭେ ତାହାକୁ ପଥ କଢ଼ାଇବା, ପୁଣି ତାହାକୁ ଓ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବା।