Isaiah 57:19 — Compare Translations

5 translations compared side by side

Odia - 1840
"ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ। ସଦାପ୍ରଭୁ କୁହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକପ୍ରତି ଶାନ୍ତି' ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ। ସଦାପ୍ରଭୁ କୁହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ‘ଶାନ୍ତି’ ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, “ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।”