Isaiah 57:2 — Compare Translations

5 translations compared side by side

Odia - 1840
"ମାତ୍ର ସମାନେେ ଶାନ୍ତି ରେ ପ୍ରବେଶ କରିବେ ଓ ଯେଉଁମାନେ ଧର୍ମ ନିଷ୍ଠା ରେ ଚାଲନ୍ତି, ସମାନେେ ନିଜର ଶୟ୍ଯା ରେ ଶାନ୍ତି ରେ ବିଶ୍ରାମ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଶାନ୍ତିରେ ପ୍ରବେଶ କରେ; ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେମାନେ ଶାନ୍ତିରେ ପ୍ରବେଶ କରିବେ ଓ ଯେଉଁମାନେ ଧର୍ମ ନିଷ୍ଠାରେ ଗ୍ଭଲନ୍ତି, ସେମାନେ ନିଜର ଶଯ୍ୟାରେ ଶାନ୍ତିରେ ବିଶ୍ରାମ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଶାନ୍ତିରେ ପ୍ରବେଶ କରେ; ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଶାନ୍ତିରେ ପ୍ରବେଶ କରେ; ସରଳପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି।