Isaiah 57:20 — Compare Translations
5 translations compared side by side
Odia - 1840
"ମାତ୍ର ଦୁଷ୍ଟମାନେ ତରଙ୍ଗାଯିତ ସମୁଦ୍ର ତୁଲ୍ଯ, କାରଣ ତାହା ସ୍ଥିର ହାଇପୋ ରେ ନାହିଁ ଓ ତାହାର ଜଳ ରେ ପଙ୍କ ଓ କାଦୁଅ ଉେଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଦୁଷ୍ଟମାନେ ତରଙ୍ଗାୟିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ ଓ ତାହାର ଜଳରେ ପଙ୍କ ଓ କାଦୁଅ ଉଠେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ।