Isaiah 57:21 — Compare Translations

5 translations compared side by side

Odia - 1840
"ଆମ୍ଭର ପରମେଶ୍ବର କୁହନ୍ତି; ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ପରମେଶ୍ଵର କହନ୍ତି, ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପରମେଶ୍ୱର କୁହନ୍ତି; “ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ପରମେଶ୍ୱର କହନ୍ତି, ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ପରମେଶ୍ୱର କହନ୍ତି, “ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।”