Isaiah 57:3 — Compare Translations
5 translations compared side by side
Odia - 1840
" ହେ ୟାଦୁକାର ଓ ବ୍ଯଭିଚାରିଣୀ ଓ ବ୍ଯଭିଚାରିଣୀର ସନ୍ତାନଗଣ ନିକଟକୁ ଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯାଦୁକାର ଓ ବ୍ୟଭିଗ୍ଭରିଣୀ ଓ ବ୍ୟଭିଗ୍ଭରିଣୀର ସନ୍ତାନଗଣ ନିକଟକୁ ଆସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ।
Odia IRV 2017 (ଓଡିଆ ବାଇବେଲ)
ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ।