Isaiah 57:4 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କାହାକୁ ଉପହାସ କରୁଅଛ? ତୁମ୍ଭମାନେେ କାହା ଆଡ଼େ ମୁଖ ମଲୋଇ ଜିହ୍ବା ବାହାର କରୁଅଛ? ତୁମ୍ଭମାନେେ କ'ଣ ଅଧର୍ମାଚାରୀର ସନ୍ତାନ ଓ ଅନାଚାର ବଂଶ ନୁହଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କାହାକୁ ଉପହାସ କରୁଅଛ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ଵା ବାହାର କରୁଅଛ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କାହାକୁ ଉପହାସ କରୁଅଛ? ତୁମ୍ଭେମାନେ କାହା ଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ? ତୁମ୍ଭେମାନେ କ’ଣ ଅଧର୍ମାଗ୍ଭରୀର ସନ୍ତାନ ଓ ଅନାଗ୍ଭର ବଂଶ ନୁହଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କାହାକୁ ଉପହାସ କରୁଅଛ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କାହାକୁ ଉପହାସ କରୁଅଛ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ?