Isaiah 57:6 — Compare Translations
5 translations compared side by side
Odia - 1840
"ଉପତ୍ୟକାର ଚିକ୍କଣ ପଥରଗୁଡ଼ିକ ମଧିଅରେ ତୁମ୍ଭର ଅଂଶ, ସଗେୁଡ଼ିକରେ ତୁମ୍ଭର ଅଧିକାର; ପୁଣି ସମାନଙ୍କେ ଉଦ୍ଦେଶ୍ଯ ରେ ତୁମ୍ଭେ ପଯେ ନବୈେଦ୍ଯ ଢ଼ାଳିଅଛ ଓ ନବୈେଦ୍ଯ ଉତ୍ସର୍ଗ କରିଅଛ। ଏସବୁ ରେ ଆମ୍ଭେ କ'ଣ ଶାନ୍ତ ହବୋ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ । ଏହିସବୁ ହେତୁରୁ ଆମ୍ଭେ କି ଶା; ହେବା?
Odia Bible ERV 2004 (ପବିତ୍ର ବାଇବଲ)
ଉପତ୍ୟକାର ଚିକ୍କଣ ପଥରଗୁଡ଼ିକ ମଧ୍ୟରେ ତୁମ୍ଭର ଅଂଶ, ସେଗୁଡ଼ିକରେ ତୁମ୍ଭର ଅଧିକାର; ପୁଣି ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟନୈବେଦ୍ୟ ଢାଳିଅଛ ଓ ନୈବେଦ୍ୟ ଉତ୍ସର୍ଗ କରିଅଛ। ଏସବୁରେ ଆମ୍ଭେ କ’ଣ ଶାନ୍ତ ହେବା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା?
Odia IRV 2017 (ଓଡିଆ ବାଇବେଲ)
ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା?