Isaiah 57:7 — Compare Translations

5 translations compared side by side

Odia - 1840
"ତୁମ୍ଭେ ଉଚ୍ଚ ଓ ଉନ୍ନତ ପର୍ବତ ଉପ ରେ ନିଜର ଶୟ୍ଯା ପାତିଅଛ ଓ ସେସ୍ଥାନକୁ ମଧ୍ଯ ବଳିଦାନ କରିବାକୁ ୟାଇଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ନିଜର ଶଯ୍ୟା ପାତିଅଛ ଓ ସେସ୍ଥାନକୁ ମଧ୍ୟ ବଳିଦାନ କରିବାକୁ ଯାଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେହି ସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ।
Odia IRV 2017 (ଓଡିଆ ବାଇବେଲ)
ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେହି ସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ।