Isaiah 57:9 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୈଳ ନଇେ ରାଜା ନିକଟକୁ ୟାଇଅଛ ଓ ନିଜର ସୁଗନ୍ଧି ଦ୍ରବ୍ଯ ବୃଦ୍ଧି କରିଅଛ। ତୁମ୍ଭେ ଦୂର ଦେଶକୁ ନିଜର ଦୂତଗଣଙ୍କୁ ପଠାଇଅଛ ଓ ନିଜକୁ ପାତାଳ ପର୍ୟ୍ଯନ୍ତ ମୃତ୍ଯୁର ସ୍ଥାନ ହତଗର୍ବ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ତୈଳ ଘେନି ରାଜା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୈଳ ନେଇ ରାଜା ନିକଟକୁ ଯାଇଅଛ ଓ ନିଜର ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ। ତୁମ୍ଭେ ଦୂର ଦେଶକୁ ନିଜର ଦୂତଗଣଙ୍କୁ ପଠାଇଅଛ ଓ ନିଜକୁ ପାତାଳ ପର୍ଯ୍ୟନ୍ତ ମୃତ୍ୟୁର ସ୍ଥାନ ହତଗର୍ବ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ତୈଳ ଘେନି ମଲେକ୍ ଦେବତା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ତୈଳ ଘେନି ମଲେକ୍ ଦେବତା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ।