Isaiah 58:1 — Compare Translations

5 translations compared side by side

Odia - 1840
"ଉଚ୍ଚସ୍ବର ରେ ଘାଷେଣା କର, ସ୍ବର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସମାନଙ୍କେର ଅଧର୍ମ ବିଷଯ ରେ ଓ ଯାକୁବ ବଂଶକୁ ସମାନଙ୍କେ ପାପ ସମ୍ବନ୍ଧ ରେ ଜଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁକ୍ତ କଣ୍ଠରେ ଘୋଷଣା କର, ସ୍ଵର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଅନୁଗାମୀ ହେବାକୁ ଲୋକଙ୍କୁ ନିର୍ଦ୍ଦେଶ ଦିଆଯିବ ଉଚ୍ଚସ୍ୱରରେ ଘୋଷଣା କର, ସ୍ୱର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସେମାନଙ୍କର ଅଧର୍ମ ବିଷୟରେ ଓ ଯାକୁବ ବଂଶକୁ ସେମାନଙ୍କ ପାପ ସମ୍ବନ୍ଧରେ ଜଣାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
Odia IRV 2017 (ଓଡିଆ ବାଇବେଲ)
ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।