Isaiah 58:10 — Compare Translations

5 translations compared side by side

Odia - 1840
"ପୁଣି ଯଦି ତୁମ୍ଭେ କ୍ଷୁଧିତକୁ ତୁମ୍ଭର ଖାଦ୍ୟ ଦଇେଥିବ ଓ ଦୁଃଖିତର ପ୍ରାଣକୁ ତୃପ୍ତ କରିଥିବ ତବେେ ତୁମ୍ଭେ ଅନ୍ଧକାର ରେ ଦୀପ୍ତିମାନ ହବେ ଏବଂ ତୁମ୍ଭ ଚାରିଦିଗ ରେ ଥବା ଗାଢ଼ ଅନ୍ଧକାର ଦ୍ବିପହରର ସୂର୍ୟ୍ଯ ପରି ଦଖାୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେବେ କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯଦି ତୁମ୍ଭେ କ୍ଷୁଧିତକୁ ତୁମ୍ଭର ଖାଦ୍ୟ ଦେଇଥିବ ଓ ଦୁଃଖିତର ପ୍ରାଣକୁ ତୃପ୍ତ କରିଥିବ ତେବେ ତୁମ୍ଭେ ଅନ୍ଧକାରରେ ଦୀପ୍ତିମାନ ହେବ ଏବଂ ତୁମ୍ଭ ଗ୍ଭରିଦିଗରେ ଥିବା ଗାଢ଼ ଅନ୍ଧକାର ଦ୍ୱିପହରର ସୂର୍ଯ୍ୟ ପରି ଦେଖାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;