Isaiah 58:12 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭ ବଂଶୀଯ ଲୋକେ ପୁରାତନ ଧ୍ବଂସ ସ୍ଥାନଗୁଡ଼ିକୁ ପୁନନିର୍ମାଣ କରିବେ, ତୁମ୍ଭେ ପୂର୍ବକାଳର ଭିତ୍ତିମୂଳ ଉପ ରେ ନିର୍ମାଣ କରିବ। ପୁଣି ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ଯାତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନର୍ନିର୍ମାଣ କରିବେ; ତୁମ୍ଭେ ପୂର୍ବ କାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ-ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭ ବଂଶୀୟ ଲୋକେ ପୁରାତନ ଧ୍ୱଂସ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ, ତୁମ୍ଭେ ପୂର୍ବକାଳର ଭିତ୍ତିମୂଳ ଉପରେ ନିର୍ମାଣ କରିବ। “ପୁଣି ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବକାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବ କାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, “ଭଗ୍ନ-ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।”