Isaiah 58:13 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ ଆମ୍ଭ ପବିତ୍ର ଦିନ ରେ ନିଜ ଅଭିଳାଷ ଚେଷ୍ଟାରୁ ନିଜ ପାଦ ଫରୋଅ, ପୁଣି ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀଯ ବୋଲି କୁହ, ଆଉ ନିଜ କାର୍ୟ୍ଯ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେବେ ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ନିଜ ପାଦ ଫେରାଅ, ପୁଣି ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ, ଆଉ ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:
Odia IRV 2017 (ଓଡିଆ ବାଇବେଲ)