Isaiah 58:14 — Compare Translations
5 translations compared side by side
Odia - 1840
"ତବେେ ତୁମ୍ଭେ ସଦାପ୍ରଭୁଙ୍କଠା ରେ ଆନନ୍ଦ କରିବ; ପୁଣି ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥାନମାନଙ୍କ ରେ ଆରୋହଣ କରାଇବା ଆଉ ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା; କାରଣ ସଦାପ୍ରଭୁଙ୍କ ମୁଖରୁ ଏହା ନିଃସୃତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀ-ମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; “ପୁଣି ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥାନମାନଙ୍କରେ ଆରୋହଣ କରାଇବା ଆଉ ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା।” କାରଣ ସଦାପ୍ରଭୁଙ୍କ ମୁଖରୁ ଏହା ନିଃସୃତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।”
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।