Isaiah 58:2 — Compare Translations

5 translations compared side by side

Odia - 1840
"ତାହା ହେଲେ ସମାନେେ ପ୍ରତିଦିନ ଆମ୍ଭର ଅନ୍ବଷେଣ କରିବେ ଓ ମାରେ ପଥ ବିଷଯ ରେ ଜାଣିବାକୁ ଚେଷ୍ଟା କରିବେ। ଯେଉଁ ଗୋଷ୍ଠୀଯ ଲୋକେ ପୂଜା କର୍ମ କରିଛନ୍ତି ଓ ନିଜର ପରମେଶ୍ବରଙ୍କର ବିଧାନ ତ୍ଯାଗ କରି ନାହାଁନ୍ତି, ସମାନଙ୍କେ ପରି ସମାନେେ ପୁଜାବିଧାନ ବିଷଯ ଆମ୍ଭକୁ ପଚାରନ୍ତି ଓ ପରମେଶ୍ବରଙ୍କ ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ଵେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ଵରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ଵରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତାହାହେଲେ ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରିବେ ଓ ମୋର ପଥ ବିଷୟରେ ଜାଣିବାକୁ ଚେଷ୍ଟା କରିବେ। ଯେଉଁ ଗୋଷ୍ଠୀୟ ଲୋକେ ପୂଜା କର୍ମ କରିଛନ୍ତି ଓ ନିଜର ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ପୂଜାବିଧାନ ବିଷୟ ଆମ୍ଭକୁ ପଗ୍ଭରନ୍ତି ଓ ପରମେଶ୍ୱରଙ୍କ ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)