Isaiah 58:3 — Compare Translations
5 translations compared side by side
Odia - 1840
"ସମାନେେ କୁହନ୍ତି, ଆମ୍ଭେ ତୁମ୍ଭକୁ ଭକ୍ତି କରିବା ପାଇଁ ଉପବାସ କରିଅଛୁ, ମାତ୍ର ତୁମ୍ଭେ କାହିଁକି ଦୃଷ୍ଟି କରୁ ନାହଁ? ଆମ୍ଭମାନେେ କାହିଁକି ଆପଣା ପ୍ରାଣକୁ କ୍ଲେଶ ଦଇେଅଛୁ ଓ ତୁମ୍ଭେ ମନୋୟୋଗ କରୁ ନାହଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କୁହନ୍ତି, ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ? ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଳେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କୁହନ୍ତି, “ଆମ୍ଭେ ତୁମ୍ଭକୁ ଭକ୍ତି କରିବା ପାଇଁ ଉପବାସ କରିଅଛୁ, ମାତ୍ର ତୁମ୍ଭେ କାହିଁକି ଦୃଷ୍ଟି କରୁ ନାହଁ? ଆମ୍ଭେମାନେ କାହିଁକି ଆପଣା ପ୍ରାଣକୁ କ୍ଳେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ?” ମାତ୍ର ସଦାପ୍ରଭୁ କୁହନ୍ତି, “ଦେଖ, ତୁମ୍ଭେମାନେ ନିଜର ସୁଖପାଇଁ ଉପବାସ ଦିନ ଉପବାସ କରିଅଛ ଓ ବଳପୂର୍ବକ ନିଜର ଦାସମାନଙ୍କୁ କଷ୍ଟ ଦେଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କୁହନ୍ତି, ‘ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?’ ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।
Odia IRV 2017 (ଓଡିଆ ବାଇବେଲ)
ସେମାନେ କୁହନ୍ତି, “ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?” ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।