Isaiah 58:4 — Compare Translations

5 translations compared side by side

Odia - 1840
"ଦେଖ, ତୁମ୍ଭମାନେେ ବିବାଦ ଓ କଳହ ନିମନ୍ତେ ଏବଂ ଦୁଷ୍ଟତାରୂପକ ସୃଷ୍ଟି ଦ୍ବାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ। ଆମ୍ଭର ପ୍ରଶଂସାଗାନ ଯେପରି ଉର୍ଦ୍ଧ୍ବ ରେ ଶୁଣାୟିବ, ସେଥିପାଇଁ ତୁମ୍ଭମାନେେ ଉପବାସ କରୁ ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ଵାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ଵରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ ଏବଂ ଦୁଷ୍ଟତାରୂପକ ସୃଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ। ଆମ୍ଭର ପ୍ରଶଂସା ଗାନ ଯେପରି ଊର୍ଦ୍ଧ୍ୱରେ ଶୁଣାଯିବ, ସେଥିପାଇଁ ତୁମ୍ଭେମାନେ ଉପବାସ କରୁ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଉର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।