Isaiah 58:5 — Compare Translations

5 translations compared side by side

Odia - 1840
"ମନୁଷ୍ଯ ଏହିପ୍ରକାର ଉପବାସଦ୍ବାରା ନିଜର ପ୍ରାଣକୁ କ୍ଲେଶ ଦେଉ, ଆମ୍ଭେ କ'ଣ ଏହିପ୍ରକାର ଦିନ ମନୋନୀତ କରିଅଛୁ? ପୁଣି ନଳବୃକ୍ଷ ପରି ମୁଣ୍ଡ ନୁଆଁଇ, ଚଟବସ୍ତ୍ର ପରିଧାନ କରି ଓ ଭସ୍ମ ଜଳେ ବିଛାଇ ତା'ଉପ ରେ ବସିଲେ ସଦାପ୍ରଭୁ ସେପ୍ରକାର ଉପବାସ ଦିନକୁ ଗ୍ରହଣ କରିବେ ବୋଲି ତୁମ୍ଭେ କହିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଳେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର⇧, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟ ଏହି ପ୍ରକାର ଉପବାସଦ୍ୱାରା ନିଜର ପ୍ରାଣକୁ କ୍ଳେଶ ଦେଉ, ଆମ୍ଭେ କ’ଣ ଏହି ପ୍ରକାର ଦିନ ମନୋନୀତ କରିଅଛୁ? ପୁଣି ନଳବୃକ୍ଷ ପରି ମୁଣ୍ଡ ନୁଆଁଇ, ଚଟବସ୍ତ୍ର ପରିଧାନ କରି ଓ ଭସ୍ମ ତଳେ ବିଛାଇ ତା’ଉପରେ ବସିଲେ ସଦାପ୍ରଭୁ ସେପ୍ରକାର ଉପବାସ ଦିନକୁ ଗ୍ରହଣ କରିବେ ବୋଲି ତୁମ୍ଭେ କହିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କ’ଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?