Isaiah 58:6 — Compare Translations
5 translations compared side by side
Odia - 1840
"ଦୁଷ୍ଟତାରୂପ ବନ୍ଧନ ଫିଟାଇଲେ, ୟୁଆଳିର ବନ୍ଧନ ମୁକ୍ତ କରିବାର ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତିକରି ଛାଡ଼ି ଦବୋର ଓ ପ୍ରେତ୍ୟକକ ୟୁଆଳି ଭଗ୍ନ କରିବାର, ଏହିପ୍ରକାର ଉପବାସ ଆମ୍ଭେ କ'ଣ ମନୋନୀତ କରି ନାହୁଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ି ଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,
Odia Bible ERV 2004 (ପବିତ୍ର ବାଇବଲ)
“ଦୁଷ୍ଟତାରୂପ ବନ୍ଧନ ଫିଟାଇଲେ, ଯୁଆଳିର ବନ୍ଧନ ମୁକ୍ତ କରିବାର ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତିକରି ଛାଡ଼ି ଦେବାର ଓ ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର, ଏହି ପ୍ରକାର ଉପବାସ ଆମ୍ଭେ କ’ଣ ମନୋନୀତ କରି ନାହୁଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ି ଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,