Isaiah 58:7 — Compare Translations
5 translations compared side by side
Odia - 1840
"ପୁଣି କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର ତାଡ଼ିତ ଦୁଃଖୀ ଲୋକକୁ ନିଜ ଗୃହକୁ ଆଣିବାର, ଉଲଗ୍ନକୁ ଦେଖି ତାକୁ ବସ୍ତ୍ର ପିନ୍ଧାଇଦବୋର ଓ ତୁମ୍ଭର ନିଜ ବଂଶୀଯ ଲୋକଠାରୁ ନିଜକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କ'ଣ ମନୋନୀତ କରି ନାହୁଁ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ⇧ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?
Odia Bible ERV 2004 (ପବିତ୍ର ବାଇବଲ)
ପୁଣି କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ତାଡ଼ିତ ଦୁଃଖୀ ଲୋକକୁ ନିଜ ଗୃହକୁ ଆଣିବାର, ଉଲଗ୍ନକୁ ଦେଖି ତାକୁ ବସ୍ତ୍ର ପିନ୍ଧାଇଦେବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ନିଜକୁ ନ ଲୁଗ୍ଭଇବାର, ଏହି ପ୍ରକାର ଉପବାସ ଆମ୍ଭେ କ’ଣ ମନୋନୀତ କରି ନାହୁଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?
Odia IRV 2017 (ଓଡିଆ ବାଇବେଲ)
କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?