Isaiah 58:8 — Compare Translations
5 translations compared side by side
Odia - 1840
"ଏହାକଲେ ଅରୁଣସଦୃଶ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହବେ। ପୁଣି ତୁମ୍ଭର ଧର୍ମ' ତୁମ୍ଭର ସମ୍ମୁଖବର୍ତ୍ତୀ ହବେ ଓ ସଦାପ୍ରଭୁଙ୍କର ମହିମା ତୁମ୍ଭର ପଶ୍ଚାତବର୍ତ୍ତୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍ବର୍ତ୍ତୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହାକଲେ ଅରୁଣସଦୃଶ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ। ପୁଣି ତୁମ୍ଭର ‘ଧର୍ମ’ ତୁମ୍ଭର ସମ୍ମୁଖବର୍ତ୍ତୀ ହେବ ଓ ସଦାପ୍ରଭୁଙ୍କର ମହିମା ତୁମ୍ଭର ପଶ୍ଚାତ୍ବର୍ତ୍ତୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍ବର୍ତ୍ତୀ ହେବ।
Odia IRV 2017 (ଓଡିଆ ବାଇବେଲ)
ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍ବର୍ତ୍ତୀ ହେବ।