Isaiah 58:9 — Compare Translations

5 translations compared side by side

Odia - 1840
"ସେତବେେଳେ ତୁମ୍ଭେ ସଦାପ୍ରଭୁଙ୍କୁ ଡ଼ାକିବ ଓ ସେ ଉତ୍ତର ଦବେେ। ତୁମ୍ଭେ ଆର୍ତ୍ତସ୍ବର ରେ କହିବ, ଆଉ ସେ ଉତ୍ତର ଦବେେ, ଆମ୍ଭେ ଏଠା ରେ ଉପସ୍ଥିତ ଅଛୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ଵର କରିବ, ଆଉ ସେ କହିବେ, ଆମ୍ଭେ ଉପସ୍ଥିତ ଅଛୁ । ଯେବେ ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳିତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ତୁମ୍ଭେ ସଦାପ୍ରଭୁଙ୍କୁ ଡାକିବ ଓ ସେ ଉତ୍ତର ଦେବେ। ତୁମ୍ଭେ ଆର୍ତ୍ତସ୍ୱରରେ କହିବ, ଆଉ ସେ ଉତ୍ତର ଦେବେ, “ଆମ୍ଭେ ଏଠାରେ ଉପସ୍ଥିତ ଅଛୁ।” ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜନ ଓ ଅଧର୍ମ ବାକ୍ୟ ଦୂର କର
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’ ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, “ଆମ୍ଭେ ଉପସ୍ଥିତ ଅଛୁ।” ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;