Isaiah 59:1 — Compare Translations

5 translations compared side by side

Odia - 1840
"ମୁଁ ଏଠା ରେ ଦେଖୁଛି, ଦେଖ! ସଦାପ୍ରଭୁଙ୍କର ହସ୍ତ ଏତେ େଛାଟ ହାଇୟୋଇ ନାହିଁ, ଯାହାକି ତୁମ୍ଭକୁ ପରିତ୍ରାଣ କରି ନ ପାରିବ। ତାଙ୍କର କର୍ଣ୍ଣ ତୁମ୍ଭକୁ ଶୁଣିବାକୁ ଏତେ ଭାରୀ ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟାଗ୍ଭରୀଗଣ ସେମାନଙ୍କ ଜୀବନ ପରିବର୍ତ୍ତନ କରିବା ଉଚିତ୍ ମୁଁ ଏଠାରେ ଦେଖୁଛି, ଦେଖ! ସଦାପ୍ରଭୁଙ୍କର ହସ୍ତ ଏତେ ଛୋଟ ହୋଇଯାଇ ନାହିଁ, ଯାହାକି ତୁମ୍ଭକୁ ପରିତ୍ରାଣ କରି ନ ପାରିବ। ତାଙ୍କର କର୍ଣ୍ଣ ତୁମ୍ଭକୁ ଶୁଣିବାକୁ ଏତେ ଭାରୀ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।