Isaiah 59:10 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ଅନ୍ଧଲୋକ ପରି କାନ୍ଥ ପାଖ ରେ ଦରାଣ୍ଡି ହେଉ ଓ ଚକ୍ଷୁହୀନ ଲୋକପରି ଅଣ୍ଡାଳି ହେଉ। ମଧ୍ଯାହ୍ନ ରେ ସନ୍ଧ୍ଯାବଳପରେି ଝୁଣ୍ଟି ପଡ଼ୁ ଓ ହୃଷ୍ଟପୃଷ୍ଟ ଲୋକମାନଙ୍କ ମଧିଅରେ ମୃତଲୋକପରି ରହିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଅନ୍ଧ ଲୋକ ପରି କାନ୍ଥ ପାଇଁ ଦରାଣ୍ତି ହେଉ, ହଁ, ଚକ୍ଷୁହୀନ ଲୋକମାନଙ୍କ ପରି ଆମ୍ଭେମାନେ ଦରାଣ୍ତି ହେଉ; ଆମ୍ଭେମାନେ ସନ୍ଧ୍ୟାବେଳ ପରି ମଧ୍ୟାହ୍ନ କାଳରେ ଝୁଣ୍ଟି ପଡ଼ୁ; ଆମ୍ଭେମାନେ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରେ ମୃତ ଲୋକଙ୍କ ପରି ଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଅନ୍ଧଲୋକ ପରି କାନ୍ଥ ପାଖରେ ଦରାଣ୍ଡି ହେଉ ଓ ଚକ୍ଷୁହୀନ ଲୋକପରି ଅଣ୍ଡାଳି ହେଉ। ମଧ୍ୟାହ୍ନରେ ସନ୍ଧ୍ୟାବେଳପରି ଝୁଣ୍ଟି ପଡ଼ୁ ଓ ହୃଷ୍ଟପୁଷ୍ଟ ଲୋକମାନଙ୍କ ମଧ୍ୟରେ ମୃତଲୋକପରି ରହିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଅନ୍ଧ ଲୋକ ପରି କାନ୍ଥ ପାଇଁ ଦରାଣ୍ଡି ହେଉ, ହଁ, ଚକ୍ଷୁହୀନ ଲୋକମାନଙ୍କ ପରି ଆମ୍ଭେମାନେ ଦରାଣ୍ଡି ହେଉ; ଆମ୍ଭେମାନେ ସନ୍ଧ୍ୟାବେଳ ପରି ମଧ୍ୟାହ୍ନ କାଳରେ ଝୁଣ୍ଟି ପଡ଼ୁ; ଆମ୍ଭେମାନେ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରେ ମୃତ ଲୋକଙ୍କ ପରି ଅଛୁ।
Odia IRV 2017 (ଓଡିଆ ବାଇବେଲ)