Isaiah 59:11 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ନ୍ଯାଯ ପାଇଁ ଭାଲୁପରି ଗର୍ଜନ କରୁ ଓ କପୋତ କରି ଅତିଶଯ ବିଳାପ କରୁ। ଆମ୍ଭମାନେେ ନ୍ଯାଯକୁ ଅପେକ୍ଷା କରୁଁ ମାତ୍ର ତାହା ନ ଥାଏ। ପୁଣି ପରିତ୍ରାଣକୁ ଅପେକ୍ଷା କରୁ ମାତ୍ର ତାହା ଆମ୍ଭଠାରୁ ଦୂ ରଇେ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି । ଯିହି. ୭:୧୬
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ନ୍ୟାୟ ପାଇଁ ଭାଲୁପରି ଗର୍ଜନ କରୁ ଓ କପୋତ କରି ଅତିଶୟ ବିଳାପ କରୁ। ଆମ୍ଭେମାନେ ନ୍ୟାୟକୁ ଅପେକ୍ଷା କରୁ ମାତ୍ର ତାହା ନ ଥାଏ। ପୁଣି ପରିତ୍ରାଣକୁ ଅପେକ୍ଷା କରୁ ମାତ୍ର ତାହା ଆମ୍ଭଠାରୁ ଦୂରେଇ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜ୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜ୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି।