Isaiah 59:12 — Compare Translations

5 translations compared side by side

Odia - 1840
"ତୁମ୍ଭ ସମ୍ମୁଖ ରେ ଆମ୍ଭମାନଙ୍କର ଅଧର୍ମ ଅନକେ ଓ ଆମ୍ଭମାନଙ୍କର ପାପ ଆମ୍ଭ ବିରୁଦ୍ଧ ରେ ସାକ୍ଷ୍ଯ ଦେଉଅଛି। କାରଣ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ପାପଗୁଡ଼ିକ ଆମ୍ଭମାନେେ ଜାଣୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ସମ୍ମୁଖରେ ଆମ୍ଭମାନଙ୍କର ଅଧର୍ମ ଅନେକ ଓ ଆମ୍ଭମାନଙ୍କର ପାପ ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି। କାରଣ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ପାପଗୁଡ଼ିକ ଆମ୍ଭେମାନେ ଜାଣୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ;
Odia IRV 2017 (ଓଡିଆ ବାଇବେଲ)