Isaiah 59:13 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ତାଙ୍କର ବିରୁଦ୍ଧାଚରଣ କରିବା ଓ ସଦାପ୍ରଭୁଙ୍କ ପ୍ରତି ଅବିଶ୍ବସ୍ତ ହବୋ। ଆମ୍ଭମାନେେ ସଦାପ୍ରଭୁଙ୍କଠାରୁ ବିମୁଖ ହେଲୁ। ଆମ୍ଭେ ଉତ୍ପୀଡ଼ନ ଓ ବିଦ୍ରୋହର କଥା କହୁ। ଆମ୍ଭେ ମିଥ୍ଯା କଥା କହି ଧାର୍ମିକତାକୁ ଆମ୍ଭଠାରୁ ଛାଡ଼ି ଦେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ଵୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ତାଙ୍କର ବିରୁଦ୍ଧାଚରଣ କରିବା ଓ ସଦାପ୍ରଭୁଙ୍କ ପ୍ରତି ଅବିଶ୍ୱସ୍ତ ହେବା। ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେଲୁ। ଆମ୍ଭେ ଉତ୍ପୀଡ଼ନ ଓ ବିଦ୍ରୋହର କଥା କହୁ। ଆମ୍ଭେ ମିଥ୍ୟା କଥା କହି ଧାର୍ମିକତାକୁ ଆମ୍ଭଠାରୁ ଛାଡ଼ି ଦେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।
Odia IRV 2017 (ଓଡିଆ ବାଇବେଲ)
ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।