Isaiah 59:14 — Compare Translations
5 translations compared side by side
Odia - 1840
"ଏଣୁ ସୁବିଚାର ପଛକୁ ହଟି ୟାଇଛି ଓ ଧର୍ମ ଦୂର ରେ ଠିଆ ହାଇେଅଛି। ଛକ ସ୍ଥାନ ରେ ସତ୍ଯତାର ପତନ ଘଟିଛି ଓ ସରଳତା ନଗର ମଧ୍ଯକୁ ପ୍ରବେଶ କରିପାରୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସୁବିଗ୍ଭର ପଛକୁ ହଟି ଯାଇଛି ଓ ଧର୍ମ ଦୂରରେ ଠିଆ ହୋଇଅଛି। ଛକ ସ୍ଥାନରେ ସତ୍ୟତାର ପତନ ଘଟିଛି ଓ ସରଳତା ନଗର ମଧ୍ୟକୁ ପ୍ରବେଶ କରିପାରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ।