Isaiah 59:15 — Compare Translations

5 translations compared side by side

Odia - 1840
"ତେଣୁ ସତ୍ଯତାର ଅଭାବ ହାଇେଅଛି ଓ ଯେ ଦୁଷ୍କର୍ମ ତ୍ଯାଗ କଲେ ସେ ଲୁଣ୍ଠିତ ହୁଏ। ପୁଣି ସଦାପ୍ରଭୁ ଏହା ଦେଖିଲେ ଓ ନ୍ଯାଯବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟ ସ୍ଵରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ ସେ ଲୁଣ୍ଠିତ ହୁଏ। ପୁଣି ସଦାପ୍ରଭୁ ଏହା ଦେଖିଲେ ଓ ନ୍ୟାୟବିଗ୍ଭର ନ ଥିବାରୁ ଅସନ୍ତୁଷ୍ଟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟିତ ସ୍ୱରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟିତ ସ୍ୱରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ।