Isaiah 59:16 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଦେଖିଲେ କୌଣସି ପୁରୁଷ ବର୍ତ୍ତମାନ ନାହିଁ। ପୁଣି ମଧ୍ଯସ୍ଥ କହେି ନାହିଁ ବୋଲି ଚମତ୍କୃତ ହେଲେ। ତେଣୁ ତାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାଙ୍କର ଧାର୍ମିକତା ହିଁ ତାଙ୍କୁ ରକ୍ଷା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା⇧ ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଦେଖିଲେ କୌଣସି ପୁରୁଷ ବର୍ତ୍ତମାନ ନାହିଁ। ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ। ତେଣୁ ତାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାଙ୍କର ଧାର୍ମିକତା ହିଁ ତାଙ୍କୁ ରକ୍ଷା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା।