Isaiah 59:17 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ ଧାର୍ମିକତାର ସଞ୍ଜୁ ବୁକୁ ରେ, ପରିତ୍ରାଣରୂପକ ଟୋପି ମସ୍ତକରେ, ପ୍ରତି ଶାଧେରୂପକ ବସ୍ତ୍ର ଓ ଉଦ୍ୟୋଗ ରୂପକ ବସ୍ତ୍ର ଉତ୍ତରୀଯ ରୂପେ ପରିଧାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ର ରୂପେ ଉଦ୍ଯୋଗରୂପ ବସ୍ତ୍ର ପିନ୍ଧିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ଧାର୍ମିକତାର ସାଞ୍ଜୁ ବୁକୁରେ, ପରିତ୍ରାଣରୂପକ ଟୋପି ମସ୍ତକରେ, ପ୍ରତିଶୋଧରୂପକ ବସ୍ତ୍ର ଓ ଉ‌ଦ୍‌ଯୋଗରୂପକ ବସ୍ତ୍ର ଉତ୍ତରୀୟ ରୂପେ ପରିଧାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ରରୂପେ ଉଦ୍‍ଯୋଗରୂପ ବସ୍ତ୍ର ପିନ୍ଧିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ର ରୂପେ ଉଦ୍‍ଯୋଗରୂପ ବସ୍ତ୍ର ପିନ୍ଧିଲେ।