Isaiah 59:18 — Compare Translations
5 translations compared side by side
Odia - 1840
"ସେ ପାପ କର୍ମର ପରିମାଣ ଅନୁସାରେ ସମାନଙ୍କେ ପ୍ରତି ଭୟଙ୍କର ହିଂସ୍ର ହବେେ। ଏବଂ ନିଜର ଶତ୍ରୁମାନଙ୍କୁ ଏକ ଶିକ୍ଷା ଦବେେ। ଆଉ ମଧ୍ଯ ଦ୍ବୀପ ସମୂହକୁ ପ୍ରତିଫଳ ଦାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ତ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ଵୀପସମୂହକୁ ପ୍ରତିଫଳ ଦାନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପାପ କର୍ମର ପରିମାଣ ଅନୁସାରେ ସେମାନଙ୍କ ପ୍ରତି ଭୟଙ୍କର ହିଂସ୍ର ହେବେ। ଏବଂ ନିଜର ଶତ୍ରୁମାନଙ୍କୁ ଏକ ଶିକ୍ଷା ଦେବେ। ଆଉ ମଧ୍ୟ ଦ୍ୱୀପ ସମୂହକୁ ପ୍ରତିଫଳ ଦାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ।