Isaiah 59:19 — Compare Translations

5 translations compared side by side

Odia - 1840
"ତେଣୁ ପଶ୍ଚିମ ଦିଗର ଲୋକମାନେ ସଦାପ୍ରଭୁଙ୍କ ନାମକୁ ଓ ପୂର୍ବଦିଗର ଲୋକମାନେ ସଦାପ୍ରଭୁଙ୍କର ମହିମାକୁ ଭୟ କରିବେ। କାରଣ ସଦାପ୍ରଭୁଙ୍କ ନିଃଶ୍ବାସ ରେ ଚାଳିତ ପ୍ରବଳ ଷୋର୍ତପରି ସେ ମାଡ଼ି ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ଵାସରେ ଚାଳିତ ପ୍ରବଳ ସ୍ରୋତପରି ସେ ମାଡ଼ି ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପଶ୍ଚିମ ଦିଗର ଲୋକମାନେ ସଦାପ୍ରଭୁଙ୍କ ନାମକୁ ଓ ପୂର୍ବଦିଗର ଲୋକମାନେ ସଦାପ୍ରଭୁଙ୍କର ମହିମାକୁ ଭୟ କରିବେ। କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଗ୍ଭଳିତ ପ୍ରବଳ ସ୍ରୋତପରି ସେ ମାଡ଼ି ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତ ପରି ଶତ୍ରୁ ମାଡ଼ି ଆସିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତପରି ଶତ୍ରୁ ମାଡ଼ି ଆସିବ।