Isaiah 59:2 — Compare Translations

5 translations compared side by side

Odia - 1840
"ମାତ୍ର ତୁମ୍ଭମାନଙ୍କର ପାପଗୁଡ଼ିକ ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କର ପରମେଶ୍ବରଙ୍କ ମଧିଅରେ ବିଚ୍ଛଦେ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଣୁ ସେ ଶୁଣିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭମାନଙ୍କର ପାପଗୁଡ଼ିକ ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଗ୍ଭଇଅଛି, ଏଣୁ ସେ ଶୁଣିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।