Isaiah 59:20 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ କୁହନ୍ତି, ସିୟୋନକୁ ଓ ଯାକୁବ ମଧିଅରେ ଯେଉଁମାନେ ଅଧର୍ମରୁ ଫରନ୍େତି, ସମାନଙ୍କେ ନିକଟକୁ ଏକ ତ୍ରାଣକର୍ତ୍ତା ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ କହନ୍ତି, ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ମୁକ୍ତିଦାତା ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କୁହନ୍ତି, ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ତ୍ରାଣକର୍ତ୍ତା ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ କହନ୍ତି, “ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ମୁକ୍ତିଦାତା ଆସିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ କହନ୍ତି, “ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ମୁକ୍ତିଦାତା ଆସିବେ।”