Isaiah 59:3 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କ ହସ୍ତ ରକ୍ତ ରେ ରଞ୍ଜିତ ଓ ତୁମ୍ଭମାନଙ୍କର ଅଙ୍ଗୁଳିଗୁଡ଼ିକ ଅପରାଧ ରେ ଅଶୁଚି ହାଇେଅଛି, ତୁମ୍ଭମାନଙ୍କର ଓଷ୍ଠାଧର ମିଥ୍ଯା କରିଅଛି ଓ ଜିହ୍ବା ଦୁଷ୍ଟତା ବକି ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭମାନଙ୍କ ଅଙ୍ଗୁଳିସବୁ ଅପରାଧରେ ଅଶୁଚି ହୋଇଅଛି; ତୁମ୍ଭମାନଙ୍କର ଓଷ୍ଠାଧର ମିଥ୍ୟା କହିଅଛି, ତୁମ୍ଭମାନଙ୍କର ଜିହ୍ଵା ଦୁଷ୍ଟତା ବକେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ହସ୍ତ ରକ୍ତରେ ରଞ୍ଜିତ ଓ ତୁମ୍ଭମାନଙ୍କର ଅଙ୍ଗୁଳିଗୁଡ଼ିକ ଅପରାଧରେ ଅଶୁଚି ହୋଇଅଛି, ତୁମ୍ଭମାନଙ୍କର ଓଷ୍ଠାଧର ମିଥ୍ୟା କହିଅଛି ଓ ଜିହ୍ୱା ଦୁଷ୍ଟତା ବକି ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭେମାନେ ମିଥ୍ୟା କହିଅଛ, ଓ ତୁମ୍ଭମାନଙ୍କର ଜିହ୍ୱା ଦୁଷ୍ଟତା ବକେ;
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭେମାନେ ମିଥ୍ୟା କହିଅଛ, ଓ ତୁମ୍ଭମାନଙ୍କର ଜିହ୍ୱା ଦୁଷ୍ଟତା ବକେ;