Isaiah 59:4 — Compare Translations
5 translations compared side by side
Odia - 1840
"କହେି ନ୍ଯାଯ ରେ ଗୁହାରି ଶୁଣେ ନାହିଁ ଓ କହେି ସତ୍ଯ ରେ ପ୍ରତିବାଦ କରେ ନାହିଁ। ସମାନେେ ଅସାରତା ରେ ନିର୍ଭର କରନ୍ତି ଓ ମିଥ୍ଯା କଥା କୁହନ୍ତି। ସମାନେେ ଅନିଷ୍ଟକୁ ଗର୍ଭ ରେ ଧାରର କରନ୍ତି ଓ ଅପରାଧ ପ୍ରସବ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ। ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କୁହନ୍ତି। ସେମାନେ ଅନିଷ୍ଟକୁ ଗର୍ଭରେ ଧାରର କରନ୍ତି ଓ ଅପରାଧ ପ୍ରସବ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।