Isaiah 59:5 — Compare Translations
5 translations compared side by side
Odia - 1840
"ସମାନେେ ବିଷଧର କାଳସର୍ପର ଅଣ୍ଡା ଫୁଟାନ୍ତି ଓ ବୁଢ଼ିଆଣୀର ଜାଲ ବୁଣନ୍ତି। ଯେ କହେି ସହେି ଅଣ୍ଡା ଖାଏ ସେ ମୃତ୍ଯୁକୁ ଆମନ୍ତ୍ରଣ କରେ ଏବଂ ଯଦି ସେ ସମାନଙ୍କେୁ ଫୁଟାଏ, ସେଥିରୁ କାଳସର୍ପ ବାହା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କାଳସର୍ପର ଡିମ୍ଵ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ଵ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବିଷଧର କାଳସର୍ପର ଅଣ୍ଡା ଫୁଟାନ୍ତି ଓ ବୁଢ଼ିଆଣୀର ଜାଲ ବୁଣନ୍ତି। ଯେକେହି ସେହି ଅଣ୍ଡା ଖାଏ ସେ ମୃତ୍ୟୁକୁ ଆମନ୍ତ୍ରଣ କରେ ଏବଂ ଯଦି ସେ ସେମାନଙ୍କୁ ଫୁଟାଏ, ସେଥିରୁ କାଳସର୍ପ ବାହାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କାଳସର୍ପର ଡିମ୍ବ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ବ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେମାନେ କାଳସର୍ପର ଡିମ୍ବ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ବ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ।