Isaiah 59:6 — Compare Translations

5 translations compared side by side

Odia - 1840
"ସହେି ଜାଲ ବସ୍ତୁରୂପେ ବ୍ଯବହୃତ ହବେ ନାହିଁ କିମ୍ବା ସମାନେେ ନିଜ କର୍ମ ରେ ନିଜକୁ ଆବୃତ୍ତ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଜାଲ-ବସ୍ତ୍ର ହେବ ନାହିଁ, କିଅବା ସେମାନେ ଆପଣା କର୍ମରେ ଆପଣାମାନଙ୍କୁ ଆଚ୍ଛାଦନ କରିବେ ନାହିଁ; ସେମାନଙ୍କର କର୍ମସବୁ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ଦୌରାତ୍ମ୍ୟର କାର୍ଯ୍ୟ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଜାଲ ବସ୍ତ୍ରରୂପେ ବ୍ୟବହୃତ ହେବ ନାହିଁ କିମ୍ବା ସେମାନେ ନିଜ କର୍ମରେ ନିଜକୁ ଆବୃତ୍ତ କରି ପାରିବେ ନାହିଁ। ସେମାନଙ୍କର କର୍ମ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ହିଂସାତ୍ମକ କାର୍ଯ୍ୟ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଜାଲ ବସ୍ତ୍ର ହେବ ନାହିଁ, କିଅବା ସେମାନେ ଆପଣା କର୍ମରେ ଆପଣାମାନଙ୍କୁ ଆଚ୍ଛାଦନ କରିବେ ନାହିଁ; ସେମାନଙ୍କର କର୍ମସବୁ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ଦୌରାତ୍ମ୍ୟର କାର୍ଯ୍ୟ ଥାଏ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଜାଲ ବସ୍ତ୍ର ହେବ ନାହିଁ, କିଅବା ସେମାନେ ଆପଣା କର୍ମରେ ଆପଣାମାନଙ୍କୁ ଆଚ୍ଛାଦନ କରିବେ ନାହିଁ; ସେମାନଙ୍କର କର୍ମସବୁ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ଦୌରାତ୍ମ୍ୟର କାର୍ଯ୍ୟ ଥାଏ।